Book Launched: ବୀରେନ୍ଦ୍ର ନାୟକଙ୍କ ପ୍ରଥମ କବିତା ପୁସ୍ତକ ‘ଦରଜର ଦରୋଟି’ର ଲୋକାର୍ପଣ

ଯୁବକବି ବୀରେନ୍ଦ୍ର ନାୟକଙ୍କ ପ୍ରଥମ କବିତା ପୁସ୍ତକ ‘ଦରଜର ଦରୋଟି’ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଓଡ଼ିଶାର ବହୁ କବି, ଲେଖକ, ଲେଖିକା ଯୋଗଦେଇ ସଭାଟିକୁ ସଫଳ କରାଇଥିଲେ।

Book Launched: ବୀରେନ୍ଦ୍ର ନାୟକଙ୍କ ପ୍ରଥମ କବିତା ପୁସ୍ତକ ‘ଦରଜର ଦରୋଟି’ର ଲୋକାର୍ପଣ
Array