Boycott Lifted on Artistes: 'ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବୟକଟ୍'

ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବୟକଟ୍ । ଆମେ ସେମାନଙ୍କୁ କୋଳେଇ ଆଣିବୁ, ସମାଧାନ ହେବ ଯାତ୍ରାର ସମସ୍ତ ବିବାଦ । ଏଭଳି କହିଛନ୍ତି ଯାତ୍ରା ମାଲିକ ସଂଘ ଉପସଭାପତି ପବିତ୍ର ପାତ୍ର । 

Boycott Lifted on Artistes: 'ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବୟକଟ୍'
Array