BREAKING: ବିଭତ୍ସ ହତ୍ୟା: ଟାଙ୍ଗିଆରେ ସାଙ୍ଗର ଜୀବନ ନେଲା ସାଙ୍ଗ

ଦେବଗଡ଼: ଦେବଗଡ଼ରେ ବିଭତ୍ସ ହତ୍ୟା। ଦେବଗଡ଼ ନୂଆଗାଁରେ ସାଙ୍ଗକୁ ମାରିଦେଲା ସାଙ୍ଗ। ଘର ଭିତରେ ଟାଙ୍ଗିଆରେ ହାଣି ସାଙ୍ଗକୁ ନିର୍ମମ ହତ୍ୟା କରିଛି ସାଙ୍ଗ। ଘର ଭିତରେ ସାଙ୍ଗକୁ ବଳି ଦେଇଥିବା ଲୋକେ କଲେ ଅଭିଯୋଗ। ବନ୍ଦ ଘରକୁ ଭାଙ୍ଗିଲେ ଉତ୍ୟକ୍ତ ଲୋକ। ଘର ଭିତରେ ପଡ଼ି ରହିଛି ମୃତଦେହ। ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ। ଘଟଣା ସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ବଳି ଉର୍ଦ୍ଦେଶ ନା ଅନ୍ୟ […]

BREAKING: ବିଭତ୍ସ ହତ୍ୟା: ଟାଙ୍ଗିଆରେ ସାଙ୍ଗର ଜୀବନ ନେଲା ସାଙ୍ଗ

ଦେବଗଡ଼: ଦେବଗଡ଼ରେ ବିଭତ୍ସ ହତ୍ୟା। ଦେବଗଡ଼ ନୂଆଗାଁରେ ସାଙ୍ଗକୁ ମାରିଦେଲା ସାଙ୍ଗ। ଘର ଭିତରେ ଟାଙ୍ଗିଆରେ ହାଣି ସାଙ୍ଗକୁ ନିର୍ମମ ହତ୍ୟା କରିଛି ସାଙ୍ଗ।

ଘର ଭିତରେ ସାଙ୍ଗକୁ ବଳି ଦେଇଥିବା ଲୋକେ କଲେ ଅଭିଯୋଗ। ବନ୍ଦ ଘରକୁ ଭାଙ୍ଗିଲେ ଉତ୍ୟକ୍ତ ଲୋକ।

ଘର ଭିତରେ ପଡ଼ି ରହିଛି ମୃତଦେହ। ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ।

ଘଟଣା ସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ବଳି ଉର୍ଦ୍ଦେଶ ନା ଅନ୍ୟ କୌଣସି କାରଣ ପାଇଁ ସାଙ୍ଗର ଜୀବନ ନେଇଛି ଅଭିଯୁକ୍ତ ସେନେଇ ତଦନ୍ତ ଚଳାଇଛି ପୋଲିସ।