Breaking: ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ

ନୂଆଦିଲ୍ଲୀ: ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସିସିଏସ ବୈଠକ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି। ଅପରେସନ ସିନ୍ଦୂର ପରେ ଏହା ପ୍ରଥମ ସିସିଏସ ବୈଠକ। ଏହି ବୈଠକରେ ଉପସ୍ଥିତ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଏଥିସହ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି।

Breaking: ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ

ନୂଆଦିଲ୍ଲୀ: ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସିସିଏସ ବୈଠକ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି। ଅପରେସନ ସିନ୍ଦୂର ପରେ ଏହା ପ୍ରଥମ ସିସିଏସ ବୈଠକ।

ଏହି ବୈଠକରେ ଉପସ୍ଥିତ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଏଥିସହ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି।