BUDGET 2025: ସ୍ୱାସ୍ଥ୍ୟ ପାଇଁ ୨୨, ୭୪୧କୋଟି ବ୍ୟୟ ବରାଦ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି

ଭୁବନେଶ୍ୱର ୧୭/୨: ରାଜ୍ୟ ବଜେଟ୍ ୨୦୨୫-୨୬। ବିଧାନସଭାରେ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରକୁ ଆସିବା ପରେ ମୋହନ ସରକାରଙ୍କ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍ ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି।ଚଳିତ ବଜେଟରେ ସ୍ୱାସ୍ଥ୍ୟ ପାଇଁ ୨୨, ୭୪୧କୋଟି ଆବଣ୍ଟନ କରାଯାଇଛି। ଯେଉଁଥିରୁ  ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି।  ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ୩୮୮୧ କୋଟି। ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ରାଜ୍ୟ ଭାଗ ୨ ହଜାର ୯୧ କୋଟି।  ନିର୍ମଳ ଯୋଜନା ପାଇଁ ୯୯୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। 

BUDGET 2025:  ସ୍ୱାସ୍ଥ୍ୟ ପାଇଁ ୨୨, ୭୪୧କୋଟି ବ୍ୟୟ ବରାଦ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି

ଭୁବନେଶ୍ୱର ୧୭/୨: ରାଜ୍ୟ ବଜେଟ୍ ୨୦୨୫-୨୬। ବିଧାନସଭାରେ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରକୁ ଆସିବା ପରେ ମୋହନ ସରକାରଙ୍କ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍ ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି।

ଚଳିତ ବଜେଟରେ ସ୍ୱାସ୍ଥ୍ୟ ପାଇଁ ୨୨, ୭୪୧କୋଟି ଆବଣ୍ଟନ କରାଯାଇଛି। ଯେଉଁଥିରୁ  ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି।  ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ୩୮୮୧ କୋଟି। ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ରାଜ୍ୟ ଭାଗ ୨ ହଜାର ୯୧ କୋଟି।  ନିର୍ମଳ ଯୋଜନା ପାଇଁ ୯୯୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।