Bus Accident in Sundargarh: ଓଲଟିଲା ବସ୍; ଜଣେ ମୃତ, ୫ ଆହତ
ଗତକାଲି ବିଳମ୍ବିତ ରାତିରେ ବସଟି ଶ୍ରମିକମାନଙ୍କୁ ହେମଗିରି ଥାନା ଡୁଲିଙ୍ଗା କୋଇଲା ଖଣିକୁ ନେଇ ଯାଉଥିଲା। ଏହି ସମୟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।