Bus-Truck Collision: କଟକ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୩୦ରୁ ଅଧିକ ଯାତ୍ରୀ ଆହତ

କଟକ ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍‌କୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୧୦ ଜଣ ଗୁରୁତର ।

Bus-Truck Collision: କଟକ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୩୦ରୁ ଅଧିକ ଯାତ୍ରୀ ଆହତ
Array