Captivating Beauty of Koraput: ଶୀତୁଆ ସକାଳରେ ହସୁଛି ପାହାଡ଼; ମନରୋମ ଦୃଶ୍ୟକୁ ଉପଭୋଗ କରୁଛନ୍ତି ପ୍ରକୃତି ପ୍ରେମୀ
କାଶ୍ମୀରର ଭ୍ରମ ସୃଷ୍ଟି କରୁଛି କୋରାପୁଟ । ପହିଲି ଶୀତର ସ୍ପର୍ଶରେ ପ୍ରକୃତିର ସୌନ୍ଦର୍ଯ୍ୟ ଯେମିତି ଦ୍ୱିଗୁଣିତ କରିଦେଉଛି । ସୁନ୍ଦର ପାହାଡ ସାଙ୍ଗକୁ ସକାଳର ଘନ କୁହୁଡିର ଚାଦର କୋରାପୁଟର ସୌନ୍ଦର୍ଯ୍ୟକୁ ଯେମିତି ଆହୁରି ବଢ଼ାଇ ଦେଉଛି ।