Caste-Based Census Decision: କ୍ୟାବିନେଟ୍‌ ବୈଠକରେ ବଡ଼ ନିଷ୍ପତ୍ତି, ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଂଗ୍ରେସ ଉପରେ ଆକ୍ରମଣ କରି କହିଛନ୍ତି ଯେ କଂଗ୍ରେସ ସରକାର ଜାତିଗତ ଜନଗଣନାକୁ ବିରୋଧ କରିଥିଲେ । ୧୯୪୭ ପରଠାରୁ ଜାତି ଜନଗଣନା କରାଯାଇନାହିଁ । କଂଗ୍ରେସ ଜାତି ଜନଗଣନା ବଦଳରେ ଜାତି ସର୍ଭେ କରିଥିଲା ।

Caste-Based Census Decision: କ୍ୟାବିନେଟ୍‌ ବୈଠକରେ ବଡ଼ ନିଷ୍ପତ୍ତି, ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର
Array