CBI Raid: ଚଢାଉକୁ ଜୋରଦାର୍ କରି ସିବିଆଇର ଖୋଳତାଡ, ବାହାରିବ ଟେଣ୍ଡର ଫିକ୍ସିଂର ସତ !
ତିନିଜଣଙ୍କୁ ଗିରଫ କଲା ସିବିଆଇ । ବ୍ରିଜ ଆଣ୍ଡ୍ ରୁଫ୍ କମ୍ପାନୀର ଓଡ଼ିଶା, ପଶ୍ଚିମବଂଗ ମୁଖ୍ୟ ଚଞ୍ଚଲ ମୁଖାର୍ଜୀ, ବରିଷ୍ଠ ଅଧିକାରୀ ପ୍ରଦୀପ ମହନ୍ତ ଓ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର ଗିରଫଙ୍କୁ ଗିରଫ କଲା । ଦେବଦତ୍ତଙ୍କ ଘରୁ ରେଡ୍ ବେଳେ ନଗଦ ଟଙ୍କା ଓ ସୁନା ପାଇଛି ସିବିଆଇ ।