Chandipur Gas Cylinder Explosion: ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ଦୋକାନ
ଭୟଙ୍କର ବିସ୍ଫୋରଣ। ଏକ ଥରକେ ଫାଟିଲା ୫ ଗ୍ୟାସ ସିଲିଣ୍ଡର। ହୁତୁହୁତୁ ହୋଇ ଜଳିଗଲା ଦୋକାନ। ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ବଳରାମଡି ନାଉପାଳଗଡିରେ ବଡ଼ ଅଘଟଣ ଘଟିଛି । ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି।