Chandra Barot: ପରଲୋକରେ ‘ଡନ୍’ ନିର୍ଦ୍ଦେଶକ, ୫୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଚନ୍ଦ୍ର ବାରୋଟ

ବଲିଉଡ ଚଳଚ୍ଚିତ୍ର ‘ଡନ’ ର ନିର୍ଦ୍ଦେଶକ ଚନ୍ଦ୍ର ବାରୋଟଙ୍କର ୮୬ ବର୍ଷ ବୟସରେ ମୁମ୍ବାଇର ଗୁରୁ ନାନକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ପରଲୋକ ଘଟିଛି। ସେ ପଲମୋନାରୀ ଫାଇବ୍ରୋସିସ ରୋଗରେ ପୀଡିତ ଥିଲେ।

Chandra Barot: ପରଲୋକରେ ‘ଡନ୍’ ନିର୍ଦ୍ଦେଶକ, ୫୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଚନ୍ଦ୍ର ବାରୋଟ
Array