Chaos Continues in BJD: ବିଜେଡିରେ ଥମୁନି ବିଶୃଙ୍ଖଳା ! କାଲି ହାତାହାତି, ଆଜି ବୟାନବାଜି
ଅସଜଡା ଦଳ ! ଅମାନିଆ ନେତା ! ବିପର୍ଯ୍ୟୟ ପରେ ଶୃଙ୍ଖଳାକୁ ଭୁଲି ଗଲେଣି କି ବିଜେଡ଼ି ନେତା ଓ କର୍ମୀ ? ବିଜେଡି ପ୍ରତିଷ୍ଠା ଦିବସରେ ହାତାହାତି ମହିଳା ନେତ୍ରୀ । ଗୁରୁବାର ଶଙ୍ଖ ଭବନରେ ଘଟିଥିବା ଏହି ଘଟଣା ବୟାନ କରୁଛି ଦଳରେ କିଭଳି ବିଶୃଙ୍ଖଳା ବଢିଛି ।