Chenab Bridge: ଅପେକ୍ଷାର ଅନ୍ତ; ଆଜି ଲୋକାର୍ପିତ ହେବ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଚେନାବ୍ ବ୍ରିଜ୍

ଭାରତର ରେଳ ଇତିହାସରେ ନୂଆ ଅଧ୍ୟାୟ । ଆଜି ଲୋକାର୍ପିତ ହେବ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଚେନାବ ବ୍ରିଜ୍ । ଜାମ୍ମୁ-କାଶ୍ମୀର ଯାଇ ଦେଶବାସୀଙ୍କୁ ଚେନାବ୍ ବ୍ରିଜ୍ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Chenab Bridge: ଅପେକ୍ଷାର ଅନ୍ତ; ଆଜି ଲୋକାର୍ପିତ ହେବ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଚେନାବ୍ ବ୍ରିଜ୍
Array