Child Abduction in Bhubaneswar: ରାଜଧାନୀରୁ ଅପହୃତ ଶିଶୁ ବାଲେଶ୍ୱରରୁ ଉଦ୍ଧାର ; ମା’ ବଖାଣିଲେ ଛାତିଥରା କାହାଣୀ
ଶନିବାର ରାତି ପ୍ରାୟ ୨ ଟା ୫୬ ମିନିଟରେ ଅପହରଣକାରୀ ଜଣଙ୍କ ଶିଶୁପୁତ୍ରକୁ ଷ୍ଟେସନ ବାଟ ଦେଇ ନେଇଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା। ଏହି ଫୁଟେଜକୁ ନେଇ ତନାଘନା ଆରମ୍ଭ କରିଥିଲା ପୋଲିସ। ପୋଲିସ ଜାଣିବାକୁ ପାଇଥିଲା ଶିଶୁଟିକୁ ଟ୍ରେନରେ ନେଇ ଯାଇଛି ଅଭିଯୁକ୍ତ।