Chit Fund money: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଖୁବଶୀଘ୍ର ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଖୁବଶୀଘ୍ର ଫେରିପାଇବେ ଟଙ୍କା । ଏହି ଟଙ୍କା ଫେରସ୍ତ ନେଇ ସରକାର ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।