Cholera Hit Jajpur: ଯାଜପୁରରେ ବ୍ୟାପୁଛି ହଇଜା, ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌

ଯାଜପୁର ଜିଲ୍ଲାରେ କିଛି ଆକ୍ରାନ୍ତଙ୍କ ପାଖରେ କଲେରା ବ୍ୟାକ୍ଟେରିଆ ଚିହ୍ନଟ ପରେ ଚିନ୍ତା ବଢିଛି । ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ।

Cholera Hit Jajpur: ଯାଜପୁରରେ ବ୍ୟାପୁଛି ହଇଜା, ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌
Array