Cholera in Jajpur: ଥମୁନି ହଇଜା କୋପ, ଆଉ ୧୬ ନୂଆ କଲେରା ପଜିଟିଭ୍ ଚିହ୍ନଟ
ଅଧିକ ଚିନ୍ତା ବଢ଼ାଇଛି ଯାଜପୁର। ଏଠାରେ ପୁଣି ଡାଇରିଆରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ଅନ୍ୟପକ୍ଷରେ ଜିଲ୍ଲାରେ ଆଉ 16 ନୂଆ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ତେଣେ ସ୍ବାସ୍ଥ୍ୟ, ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ସହ ବୈଠକ କରି ପ୍ରଭାବିତ ଅଂଚଳରେ ବିଶୁଦ୍ଧ ପାଣି ଯୋଗାଣ ଉପରେ ଜୋର୍ ଦେଇଛି ସେଣ୍ଟ୍ରାଲ୍ ଟିମ।