CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର,୨୮।୮: CHSE ଅଧିକାରୀଙ୍କ ଘରେ ବୁଧବାର ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡିଛି। CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି। ଭୁବନେଶ୍ୱରର କାନନ ବିହାରସ୍ଥିତ ୪ ମହଲା ଘର ସହ ସାମନ୍ତରାପୁର ଅଫିସ୍ରେ ମଧ୍ୟ ରେଡ୍ ଚାଲିଛି। ସେହିପରି ଜଗତସିଂହପୁରରେ କେଉପଡା ସ୍ଥିତ ତାଙ୍କ ପୈତୃକ ଘଷର ମଧ୍ୟ ରେଡ୍ ଚାଲିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଏହି […] The post CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ appeared first on Dharitri Odia News.
ଭୁବନେଶ୍ୱର,୨୮।୮: CHSE ଅଧିକାରୀଙ୍କ ଘରେ ବୁଧବାର ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡିଛି। CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି। ଭୁବନେଶ୍ୱରର କାନନ ବିହାରସ୍ଥିତ ୪ ମହଲା ଘର ସହ ସାମନ୍ତରାପୁର ଅଫିସ୍ରେ ମଧ୍ୟ ରେଡ୍ ଚାଲିଛି। ସେହିପରି ଜଗତସିଂହପୁରରେ କେଉପଡା ସ୍ଥିତ ତାଙ୍କ ପୈତୃକ ଘଷର ମଧ୍ୟ ରେଡ୍ ଚାଲିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଏହି ରେଡ୍ରେ ୩ ଡିଏସ୍ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଏଏସ୍ଆଇ ସାମିଲ ଥିବା ଜଣାପଡିଛି।
The post CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ appeared first on Dharitri Odia News.