CM Distributes Input Subsidy to Farmers: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା, ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଚାଷୀଙ୍କ ଆକାଉଣ୍ଟକୁ ଗଲା ଧାନ ଇନପୁଟ୍ ସବସିଡି ଟଙ୍କା । ମୁଖ୍ୟମନ୍ତ୍ରୀ କହିଛନ୍ତି, ଯିଏ ଦଲାଲି କରିବ ତାକୁ ସିଧା ଜେଲରେ ପୂରାଯିବ । ସେହିପରି ପୂର୍ବ ନବୀନ ସରକାରକୁ ମୁଖ୍ୟମନ୍ତ୍ରୀ ସିଧା ନିଶାନା କରି ବର୍ଷିଛନ୍ତି ।

CM Distributes Input Subsidy to Farmers: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା, ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
Array