CM Mohan Majhi Meets PM: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ବିକାଶ ପ୍ରସଙ୍ଗରେ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ବି ଭେଟିବା ସହ ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ବିଷୟରେ ଆଲୋଚନା କରିଛନ୍ତି । ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।

CM Mohan Majhi Meets PM: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ବିକାଶ ପ୍ରସଙ୍ଗରେ ଆଲୋଚନା
Array