CM Visit: ଫସଲ କ୍ଷତି ନେଇ ଜିଲ୍ଲାକୁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ, କରିବେ ସ୍ଥିତି ଅନୁଧ୍ୟାନ
ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନିଷ୍ପତ୍ତି ଅନୁଯାୟୀ, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକ ଏବଂ ଜଗତସିଂହପୁର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ।