Compensation: ‘ଆଜି ମିଳିବ କାଳବୈଶାଖୀରେ କ୍ଷତିଗ୍ରସ୍ତ ଲୋକଙ୍କୁ କ୍ଷତିପୂରଣ’

ଦୁଇ ଦିନ ତଳେ କୁଆପଥର ମାଡ଼ରେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ପଞ୍ଚାୟତରେ ୪ ଶହରୁ ଅଧିକ ଘର ଭାଙ୍ଗି ଯାଇଥିଲା। ଏଥିସହ ବଡ଼ ବଡ଼ ଗଛ ମଧ୍ୟ ଉପୁଡ଼ି ଯାଇଥିଲା।

Compensation: ‘ଆଜି ମିଳିବ କାଳବୈଶାଖୀରେ କ୍ଷତିଗ୍ରସ୍ତ ଲୋକଙ୍କୁ କ୍ଷତିପୂରଣ’
Array