Congress Attack: ଅତିରିକ୍ତ ସିପିଙ୍କୁ ଆକ୍ରମଣ; କଲର ଭିଡ଼ି ଆଣିଲେ, ଟୋପି ଖସାଇଦେଲେ

ବିଧାନସଭା ଭିତରକୁ ବ୍ୟାରିକେଡ଼ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ ବେଳେ ଅଟକାଇଥିଲା ପୋଲିସ। କଂଗ୍ରେସ କର୍ମୀଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲେ ଅତିରିକ୍ତ ସିପି ନରସିଂହ ଭୋଳ। ବିଧାୟକ ରମେଶ ଜେନା ଧସେଇ ପଶିବାକୁ ଉଦ୍ୟମ ବେଳେ ଅତିରିକ୍ତ ସିପି ବୁଝାଇଥିଲେ।

Congress Attack: ଅତିରିକ୍ତ ସିପିଙ୍କୁ ଆକ୍ରମଣ; କଲର ଭିଡ଼ି ଆଣିଲେ, ଟୋପି ଖସାଇଦେଲେ
Array