Congress Protest Intensifies: କଂଗ୍ରେସ କର୍ମୀଙ୍କ ଭୟଙ୍କର କାଣ୍ତ; ଫାଟିଲା ଗଣମାଧ୍ୟମ ପ୍ରତିନିଧିଙ୍କର ମୁଣ୍ତ...
ଓଟିଭି ପ୍ରତିନିଧି ପ୍ରଭାତ ବିଷୋୟୀଙ୍କ ମୁଣ୍ତ ଫାଟି ଯାଇଛି । ଖବର ସଂଗ୍ରହ କରୁଥିବା ସମୟରେ କଂଗ୍ରେସ କର୍ମୀଙ୍କ ଚେୟାର ମାଡ଼ରେ ଓଟିଭି ପ୍ରତିନିଧି ପ୍ରଭାତ ବିଷୋୟୀଙ୍କର ମୁଣ୍ତ ଫାଟିଥିବା ସୂଚନା ।