Congress Protest: ରଣକ୍ଷେତ୍ର ପାଲଟିଲା ଗାନ୍ଧିମାର୍ଗ, ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ

ପୋଲିସ ଆନ୍ଦୋଳନର ନେତୃତ୍ବ ନେଉଥିବା ପିସିସି ସଭାପତି ଭକ୍ତ ଦାସ, ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତି, ମହମ୍ମଦ ମୋକିମଙ୍କ ସମେତ ଅନ୍ୟ କିଛି ନେତାଙ୍କୁ ଆନ୍ଦୋଳନ ସ୍ଥଳରୁ ଉଠାଇ ନେଇଛି ।

Congress Protest: ରଣକ୍ଷେତ୍ର ପାଲଟିଲା ଗାନ୍ଧିମାର୍ଗ, ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ
Array