Contemporary Art: ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ କଳାକାର, ବଖାଣିଲେ ଅନୁଭୂତି
ଥାଇଲାଣ୍ଡର ନାଥାଫୋନ୍ ଚାଲୱୋରୱାଟ, ଆମେରିକାର ସିନ୍ଥିଆ ପୋଷ୍ଟ ହଣ୍ଟ, ଶ୍ରୀଲଙ୍କାର ଗଡୱିନ୍ କନଷ୍ଟାଣ୍ଟିନ, ଜାପାନର ଡାଏସୁକେ ଟେକିଆ, ଭାରତର ଜି ଭିଗ୍ନେଶ୍ ଓ ଆମେରିକାର ହେକ୍ଟର କାନୋଙ୍ଗେ ପ୍ରମୁଖ ଯୋଗଦେଇଥିଲେ ।