Corruption in Vigilance Net: ଅବସର ପୂର୍ବରୁ ମାଡ଼ି ବସିଲା ଭିଜିଲାନ୍ସ; ମୁଖ୍ୟଯନ୍ତ୍ରୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ
ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।