COVID-19 Resurgence in Odisha: ଫେରିଲା କରୋନା; ଭୁବନେଶ୍ୱରରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ

 ପୁଣି  ଓଡିଶାକୁ ଫେରିଛି କରୋନା । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। 

COVID-19 Resurgence in Odisha: ଫେରିଲା କରୋନା; ଭୁବନେଶ୍ୱରରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ
Array