COVID-19 Spread in Odisha: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲା କରୋନା, ୩୦ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ପ୍ରତିଦିନ କିଛି କିଛି ରୋଗୀ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରୁ ୭ ଜଣ ସୁସ୍ଥ ହୋଇସାରିଲେଣି।

COVID-19 Spread in Odisha: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲା କରୋନା, ୩୦ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା
Array