COVID Situation Monitoring by India: ସିଙ୍ଗାପୁର ଓ ହଂକଂରେ ବଢ଼ୁଛି କୋଭିଡ ସଂକ୍ରମଣ; ଚିନ୍ତାରେ ସାରା ଦେଶ
ହଂକଂ ଓ ସିଙ୍ଗାପୁରରେ କାହିଁକି ହଠାତ୍ ବଢ଼ିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ତାହା ଜଣାପଡିନାହିଁ । ହଂକଂସ୍ଥିତ ହେଲ୍ଥ ପ୍ରୋଟେକସନ୍ ସେଣ୍ଟରର କମୁନିକେବଲ୍ ଡିଜିଜ୍ ବ୍ରାଞ୍ଚର ମୁଖ୍ୟ ଆଲବର୍ଟ ଆଉ (Albert Au) କହିଛନ୍ତି, କୋଭିଡ -୧୯ କେସ୍ ସଂଖ୍ୟା ଏବେ ସହରରେ ବହୁତ ବଢ଼ିଯାଇଛି ।