Crime on the Rise: କାମ କରୁନି ରାଜ୍ୟ ପୋଲିସ, ବିରୋଧୀ ଆଣିଲେ ବଡ଼ ଅଭିଯୋଗ 

ଠିକ୍‌ ଭାବେ କାମ କରୁନି ପୋଲିସ ? ପୋଲିସ ଉପରେ ଲାଗୁନି କି ସରକାରଙ୍କ ଅଙ୍କୁଶ ? ରାଜ୍ୟରେ ଅପରାଧିକ ଘଟଣା ସାମ୍‌ନାକୁ ଆସିବା ପରେ ତାତିଲେଣି ବିରୋଧୀ ।

Crime on the Rise: କାମ କରୁନି ରାଜ୍ୟ ପୋଲିସ, ବିରୋଧୀ ଆଣିଲେ ବଡ଼ ଅଭିଯୋଗ 
Array