Cuttack Bridge Tragedy: କଟକରେ ବ୍ରିଜ୍ ସ୍ଲାବ୍ ଭୁଶୁଡି ୩ ଜଣଙ୍କ ମୃତ୍ୟୁ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଗତକାଲି ବ୍ରିଜର ସ୍ଲାବ୍ ଖସି ପଡ଼ିବାରୁ ପ୍ରାୟ ୫ ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଅଘଟଣରେ ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଛି ।