Cuttack Drain Tragedy: କଟକରେ ପୁଣି ଡ୍ରେନ ଟ୍ରାଜେଡି...ଯାଉଛି ଗୋଟିଏ ପରେ ଗୋଟିଏ ମୁଣ୍ଡ
କଟକ ସହରରେ ବାରମ୍ବାର ଡ୍ରେନ୍ ଦୁର୍ଘଟଣା ଘଟୁଥିବା ବେଳେ ଅଧିକାରୀଙ୍କ ଦାୟିତ୍ବହୀନତା ଏହାର କାରଣ ବୋଲି କୁହାଯାଉଛି। ତେବେ ଏଠି ପ୍ରଶ୍ନ ଉଠୁଛି, ବିନା ସୁରକ୍ଷା ଉପକରଣରେ କେମିତି ଚାଲିଥିଲା ଡ୍ରେନ୍ ନିର୍ମାଣ।