Cyber Fraud: ସାଇବର ଲୁଟେରାଙ୍କ ଜାଲରେ ଫସିଗଲେ ପୂର୍ବତନ IT ମନ୍ତ୍ରୀ, ଆକାଉଣ୍ଟରୁ ପୋଛି ନେଲେ କୋଟିଏ ୪୦ ଲକ୍ଷ

ପୂର୍ବତନ ଆଇଟି ମନ୍ତ୍ରୀ ହୋଇ ବି ନିଜେ ଫସିଗଲେ ସାଇବର ଲୁଟେରାଙ୍କ ଜାଲରେ । ଲକ୍ଷେ କି ଦୁଇ ଲକ୍ଷ ନୁହେଁ, ପୁରା କୋଟିଏ ୪୦ ଲକ୍ଷ ଟଙ୍କା ଗୋଲ ।

Cyber Fraud: ସାଇବର ଲୁଟେରାଙ୍କ ଜାଲରେ ଫସିଗଲେ ପୂର୍ବତନ IT ମନ୍ତ୍ରୀ, ଆକାଉଣ୍ଟରୁ ପୋଛି ନେଲେ କୋଟିଏ ୪୦ ଲକ୍ଷ
Array