Cyclone and Rain Warning in Odisha: ଆଜି ହେବ ଝଡ଼ବର୍ଷା; ୯ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

ଆଜି ରାଜ୍ୟରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ହେବ। ଏଥିପାଇଁ ପାଣିପାଗକେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼। ବାକିଥିବା ସମସ୍ତ ୨୧ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Cyclone and Rain Warning in Odisha: ଆଜି ହେବ ଝଡ଼ବର୍ଷା;  ୯ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ
Array