D Gukesh Tamil Or Telugu Controversy: ଚେସ୍ ତାରକା ଗୁକେଶଙ୍କୁ ନେଇ ଦୁଇ ମୁଖ୍ୟମନ୍ତ୍ରୀ ମୁହାଁମୁହିଁ

ଚେସରେ ଟାଇଟଲ୍ ହାସଲ କରି ଦେଶର ନାଁ ରଖିଲେ ଗୁକେଶ । କିନ୍ତୁ ସଫଳତାର ଶ୍ରେୟ ନେବାକୁ ମୁହାଁମୁହିଁ ଦୁଇ ମୁଖ୍ୟମନ୍ତ୍ରୀ । ସୋସିଆଲ୍ ମିଡିଆରେ ଚାଲିଛି ଯୁଦ୍ଧ ।

D Gukesh Tamil Or Telugu Controversy: ଚେସ୍ ତାରକା ଗୁକେଶଙ୍କୁ ନେଇ ଦୁଇ ମୁଖ୍ୟମନ୍ତ୍ରୀ ମୁହାଁମୁହିଁ
Array