Deadbody Found Near Lingaraj Station: ରାଜଧାନୀରେ ଚାଞ୍ଚଲ୍ୟ: ଷ୍ଟେସନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଲିଙ୍ଗରାଜ ଷ୍ଟେସନ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।

Array