DeadBody: ରାଜଧାନୀରେ ଚାଞ୍ଚଲ୍ୟ; ବନ୍ଦ ଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଜି ସକାଳେ ଉଭୟଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର କରାଯାଇଥିଲା।  ତେବେ ଉଭୟଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ସେନେଇ ସ୍ପଷ୍ଟ ହୋଇନାହିଁ। ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ପରିବାର ଲୋକେ ପହଞ୍ଚିଲେ ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସପିଟାଲକୁ  ପଠାଯିବ ବୋଲି ଜଣାଯାଇଛି। 

DeadBody: ରାଜଧାନୀରେ ଚାଞ୍ଚଲ୍ୟ; ବନ୍ଦ ଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
Array