Deadly Road Accident in Raipur: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୩ ମୃତ

ଛତିଶଗଡ଼ର ରାୟପୁରରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ୍‌କୁ ଟ୍ରେଲର ଧକ୍କା ଦେବାରୁ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି।

Deadly Road Accident in Raipur: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୩ ମୃତ
Array