Death: ଏମିତି ବି ଆସେ ମୃତ୍ୟୁ; ପ୍ରବଚନ ଦେବାବେଳେ ଚାଲିଗଲା ଜୀବନ

ପ୍ରବଚନ ଦେଉଥିବା ବେଳେ ଚାଲିଯାଇଛି ପ୍ରବଚକଙ୍କ ଜୀବନ। ଏହି ପ୍ରବଚକ ହେଉଛନ୍ତି ଅଧ୍ୟାପକ ଗୋପାଳ ପ୍ରସାଦ ବେଜ। ସେ ରାମ ଚରିତ ମାନସ ପ୍ରବଚକ ଭାବେ ସ୍ଥାନୀୟ ଅଞ୍ଚଳରେ ଜଣାଶୁଣା ଥିଲେ। ତାଙ୍କ ଘର ବାସୁଦେବପୁର ବ୍ଲକ ଆଢୁଆଁ ଧାତାପୁରରେ।

Death: ଏମିତି ବି ଆସେ ମୃତ୍ୟୁ; ପ୍ରବଚନ ଦେବାବେଳେ ଚାଲିଗଲା ଜୀବନ
Array