Debendra Pradhan Cremated: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଗତକାଲି ସ୍ୱର୍ଗତ ପ୍ରଧାନଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା। ପରେ ସେଠାରେ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ ଦଳ ମତ ନିର୍ବିଶେଷରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି। ସ୍ୱର୍ଗତ ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା

Debendra Pradhan Cremated: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ
Array