Debendra Pradhan Passes Away: ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ । ଗତ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଦେବେନ୍ଦ୍ର ପ୍ରଧାନ ହେଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ।

Debendra Pradhan Passes Away: ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ
Array