Devendra Fadnavis: ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାଭିସ୍‌, ସାମିଲ ହେବେ ପ୍ରଧାନମନ୍ତ୍ରୀ

ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଫଡନାଭିସ୍‌ ।

Devendra Fadnavis: ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାଭିସ୍‌, ସାମିଲ ହେବେ ପ୍ରଧାନମନ୍ତ୍ରୀ
Array