Diarrhea Outbreak: ଝାଡାବାନ୍ତି ଆତଙ୍କ: ପୁଣି ଗଲା ୨ ଜୀବନ, ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି
ଯାଜପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ । ୪ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା । ସ୍ୱାସ୍ଥ୍ୟ ବିଶେଷଜ୍ଞ ଦଳ ଗାଁରେ ପହଞ୍ଚି ଜଳ ଓ ଝାଡା ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି । ୩ଟି ରାଜ୍ୟସ୍ତରୀୟ ମେଡିକାଲ ଟିମ୍ ଜିଲ୍ଲାର ବିଭିନ୍ନ ହସ୍ପିଟାଲ ଓ ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରୁଛନ୍ତି ।