Diarrhea Outbreak: ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ଆକ୍ରାନ୍ତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍

ଯାଜପୁରରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ମୋଟ୍ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି । ଜିଲ୍ଲାରେ ୫୦୦ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା ।

Diarrhea Outbreak: ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ଆକ୍ରାନ୍ତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍
Array