Digital Overload Effects on Mental Health: ମାନସିକ ସ୍ୱାସ୍ଥ୍ୟ ଉପରେ ସାଂଘାତିକ ପ୍ରଭାବ ପକାଉଛି ‘ଲକ୍ଷ୍ୟହୀନ ମୋବାଇଲ୍ ସ୍କ୍ରୋଲିଂ’ !
ପ୍ରଯୁକ୍ତିବିଦ୍ୟା ଆପଣଙ୍କର ସେବା କରିବା ଉଚିତ, ଆପଣଙ୍କୁ ଉପରେ ଶାସନ ଚଳେଇବା ନୁହେଁ। ଯେଉଁ ମୁହୂର୍ତ୍ତରେ ଆପଣ ଆପଣଙ୍କ ସ୍କ୍ରିନ୍ର ଦାସ ହୋଇଯାଇଛନ୍ତି ବୋଲି ଅନୁଭବ କରିବେ, ସେତେବେଳେ ଜାଣିନିଅନ୍ତୁ ଯେ ପୁନର୍ବାର ଆପଣଙ୍କୁ ନିଜର ଏକାଗ୍ରତା ଓ ଶାନ୍ତି ଖୋଜିବାର ସମୟ ଆସିଯାଇଛି।