Dreaded Criminal Sunil Nahak Injured in Police Encounter in Berhampur
ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର ବ୍ରହ୍ମପୁରରେ ଫୁଟିଲା ଗୁଳି। ହେଲା ଏନକାଉଣ୍ଟର। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ। କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ। ଆହତ ଅବସ୍ଥାରେ ବ୍ରହ୍ମପୁର ଏମ୍ କେସିଜିରେ ଭର୍ତ
ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
ବ୍ରହ୍ମପୁରରେ ଫୁଟିଲା ଗୁଳି। ହେଲା ଏନକାଉଣ୍ଟର। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ। କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ। ଆହତ ଅବସ୍ଥାରେ ବ୍ରହ୍ମପୁର ଏମ୍ କେସିଜିରେ ଭର୍ତ