Elon Musk Resignation : ଭାଙ୍ଗିଲା ଯୋଡ଼ି; ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ ମସ୍କ

ଭାଙ୍ଗିଲା ଟ୍ରମ୍ପ-ଏଲନ୍ ମସ୍କଙ୍କ ଯୋଡ଼ି । ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ ମସ୍କ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ନିଜେ ଏଲନ୍ ମସ୍କ।

Elon Musk Resignation : ଭାଙ୍ଗିଲା ଯୋଡ଼ି; ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ ମସ୍କ
Array