Encounter: ଚକ୍ରବ୍ୟୁହରେ ଫସିଗଲା ଝାମୁ; ପୋଲିସ କଲା ଏନକାଉଣ୍ଟର
ତାଳଚେର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ପୋଲିସ ଗାଡ଼ିକୁ ଦେଖି ଦୌଡି ପଳାଉଥିଲା । ତେବେ ପୋଲିସ ପିଛା କରିବା ବେଳେ ଝାମୁ ପୋଲିସ ଉପରକୁ ଗୁଳି ଚଳାଇଥିଲା। ପୋଲିସ ଏହାର ପାଲଟା ଜବାବ ଦେଇଥିଲା। ଝାମୁ ଉପରକୁ ପାଲଟା ଗୁଳି ଚଳାଇଥିଲା ପୋଲିସ୍ । ଝାମୁର ବାମ ଗୋଡ଼ରେ ଗୁଳି ବାଜିଥିଲା ।